Message List: 11,927
S.No Message Title Message State Created By Creation Date Status Action
381 Weather forecast & Nutrient management process of Green gram ନମସ୍କାର କେନ୍ଦ୍ରାପଡା ଜିଲ୍ଲାର ଡେରାବିଶ ବ୍ଲକର ସମସ୍ତ ଚାଷୀଭାଇ ମାନଙ୍କୁ ଭୋଡାଫୋନ ଆଇଡିଆ ସହଯୋଗରେ ସଲିଡାରିଡାଡ ଏବଂ ଶରତ କର & ଅନିମା କର ଫାଉଣ୍ଡେସନର ମିଳିତ ପ୍ରଚେଷ୍ଟାରେ ଚାଲୁଥିବା ଅଭିନବ କୃଷି ପ୍ରକଳ୍ପକୁ ସ୍ଵାଗତ କରାଯାଉଛି । ଆଗାମୀ ୨୮ ଫେବୃଆରୀ ରୁ ୬ ମାର୍ଚ୍ଚ ମଧ୍ୟରେ ଡେରାବିଶ ବ୍ଲକରେ ବୃଷ୍ଟିପାତର ସମ୍ଭାବନା ନାହିଁ ଏବଂ ସର୍ବାଧିକ ତାପମାତ୍ରା ୨୭°C-୩୪°C ମଧ୍ୟରେ ରହିବ। ୧. ସ୍ମାର୍ଟ ଏଗ୍ରି କୃଷି ସୂଚନା ଆଧାରରେ ଜଳ ପରିଚାଳନା କରିବା ଉଚିତ। ୨. ମୁଗରେ ଜଳସେଚନ ନିମନ୍ତେ ସ୍ପ୍ରିଙ୍କଲର ବା ସିଞ୍ଚନ ପରି ଜଳ - ସଂଚୟକାରୀ ପ୍ରଣାଳୀ ଅବଲମ୍ବନ କରିବା ଜରୁରୀ। ଏହା ଜଳ ଜମା ହେବାରୁ ପ୍ରତିରୋଧ କରିଥାଏ ଏବଂ ଜଳ ବ୍ୟବହାର କ୍ଷମତା ବଢିଥାଏ। ୩. ଫସଲ କୋଡିଏ ଦିନର ହେଲେ ଜୀବାମୃତର ଉପର ତରଳ ଘୋଳକୁ ଛାଣି ୧ଲି. ରେ ୨୦ଲି. ଜଳ ମିଶାଇ ସିଞ୍ଚନ କରନ୍ତୁ। ଏବଂ ଗଛ ୩୫ଦିନର ହେଇଗଲେ ୨ୟ ପର୍ଯ୍ୟାୟରେ ପୁନଶ୍ଚ ଜୀବାମୃତ ସିଞ୍ଚନ କରନ୍ତୁ। ୪. ମୁଗରେ ପତ୍ରକଣା, ଛୁଇଁବିନ୍ଧା ଓ ଜଉକୀଟ ଦେଖାଯାଆନ୍ତି;ସେଥିପାଇଁ ୩୦୦PPM ର ନିମତେଲ ସିଞ୍ଚନ କରନ୍ତୁ। ୫. ପାଉଁସିଆ ଓ ସାହେବି ରୋଗର ନିୟନ୍ତ୍ରଣ ପାଇଁ ମୁଗ ବୁଣିବାର ୩୦-୩୫ ଦିନ ମଧ୍ୟରେ ୧୦ଲି. ପାଣିରେ ୧ଲି. ଦେଶୀ ଗାଈର କଞ୍ଚା କ୍ଷୀର ମିଶାଇ ସିଞ୍ଚନ କରନ୍ତୁ। ୬. ଧଳାମାଛି ନିୟନ୍ତ୍ରଣ ପାଇଁ ଏକର ପିଛା ୬-୭ ଟି ଲେଖାଏଁ ହଳଦିଆ ଜନ୍ତା ମୁଗ ବିଲରେ ଲଗାନ୍ତୁ। ୭. କୀଟ, ଗାଈ ଗୋରୁ, ମାଙ୍କଡ଼ ଛେଳି ଆଦିଙ୍କ ଦାଉରୁ ଫସଲକୁ ରକ୍ଷା କରିବା ପାଇଁ ଘରୋଇ ଜୈବିକ ଔଷଧ ପ୍ରସ୍ତୁତ କରନ୍ତୁ। (୨ଲି. ଦେଶୀ ଗାଈ ପରିସ୍ରା +୫୦୦ଗ୍ରାମ ନିମପତ୍ର +୨୦୦ଗ୍ରାମ ରସୁଣ )କୁ ନଅ ଦିନ ପାଇଁ ପଚାଇ ଏକ ଲିଟର ପାଣିରେ ୩୦ମି.ଲି. ମିଶାଇ ଫସଲରେ ସିଞ୍ଚନ କରନ୍ତୁ। ଅଧିକ ସୂଚନା ପାଇଁ ଆମ ଟୋଲ ଫ୍ରି ନମ୍ବର ୭୦୬୫୦୦୫୦୫୪ ରେ ମିସ କଲ୍ କରନ୍ତୁ। ଧନ୍ୟବାଦ୍। Orissa Orissa 01-03-2026 Enable
382 Weather forecast & Nutrient management process of Green gram ନମସ୍କାର କଟକ ଜିଲ୍ଲା ର ମାହାଙ୍ଗା, ଟାଙ୍ଗୀ ଓ ନିଶ୍ଚିନ୍ତକୋଇଲି ବ୍ଲକର ସମସ୍ତ ଚାଷୀଭାଇ ମାନଙ୍କୁ ଭୋଡାଫୋନ ଆଇଡିଆ ସହଯୋଗରେ ସଲିଡାରିଡାଡ ଏବଂ ଶରତ କର & ଅନିମା କର ଫାଉଣ୍ଡେସନର ମିଳିତ ପ୍ରଚେଷ୍ଟାରେ ଚାଲୁଥିବା ଅଭିନବ କୃଷି ପ୍ରକଳ୍ପକୁ ସ୍ଵାଗତ କରାଯାଉଛି । ଆଗାମୀ ୨୮ଫେବୃଆରୀ ରୁ ୬ ମାର୍ଚ୍ଚ ମଧ୍ୟରେ ମାହାଙ୍ଗା, ଟାଙ୍ଗୀ ଓ ନିଶ୍ଚିନ୍ତକୋଇଲି ବ୍ଲକରେ ବୃଷ୍ଟିପାତର ସମ୍ଭାବନା ନାହିଁ ଏବଂ ସର୍ବତ୍ର ସର୍ବାଧିକ ତାପମାତ୍ରା ୨୮°C-୩୫°C ମଧ୍ୟରେ ରହିବ। ୧. ସ୍ମାର୍ଟ ଏଗ୍ରି କୃଷି ସୂଚନା ଆଧାରରେ ଜଳ ପରିଚାଳନା କରିବା ଉଚିତ। ୨. ମୁଗରେ ଜଳସେଚନ ନିମନ୍ତେ ସ୍ପ୍ରିଙ୍କଲର ବା ସିଞ୍ଚନ ପରି ଜଳ - ସଂଚୟକାରୀ ପ୍ରଣାଳୀ ଅବଲମ୍ବନ କରିବା ଜରୁରୀ। ଏହା ଜଳ ଜମା ହେବାରୁ ପ୍ରତିରୋଧ କରିଥାଏ ଏବଂ ଜଳ ବ୍ୟବହାର କ୍ଷମତା ବଢିଥାଏ। ୩. ଫସଲ କୋଡିଏ ଦିନର ହେଲେ ଜୀବାମୃତର ଉପର ତରଳ ଘୋଳକୁ ଛାଣି ୧ଲି. ରେ ୨୦ଲି. ଜଳ ମିଶାଇ ସିଞ୍ଚନ କରନ୍ତୁ। ଏବଂ ଗଛ ୩୫ଦିନର ହେଇଗଲେ ୨ୟ ପର୍ଯ୍ୟାୟରେ ପୁନଶ୍ଚ ଜୀବାମୃତ ସିଞ୍ଚନ କରନ୍ତୁ। ୪. ମୁଗରେ ପତ୍ରକଣା, ଛୁଇଁବିନ୍ଧା ଓ ଜଉକୀଟ ଦେଖାଯାଆନ୍ତି;ସେଥିପାଇଁ ୩୦୦PPM ର ନିମତେଲ ସିଞ୍ଚନ କରନ୍ତୁ। ୫. ପାଉଁସିଆ ଓ ସାହେବି ରୋଗର ନିୟନ୍ତ୍ରଣ ପାଇଁ ମୁଗ ବୁଣିବାର ୩୦-୩୫ ଦିନ ମଧ୍ୟରେ ୧୦ଲି. ପାଣିରେ ୧ଲି. ଦେଶୀ ଗାଈର କଞ୍ଚା କ୍ଷୀର ମିଶାଇ ସିଞ୍ଚନ କରନ୍ତୁ। ୬. ଧଳାମାଛି ନିୟନ୍ତ୍ରଣ ପାଇଁ ଏକର ପିଛା ୬-୭ ଟି ଲେଖାଏଁ ହଳଦିଆ ଜନ୍ତା ମୁଗ ବିଲରେ ଲଗାନ୍ତୁ। ୭. କୀଟ, ଗାଈ ଗୋରୁ, ମାଙ୍କଡ଼ ଛେଳି ଆଦିଙ୍କ ଦାଉରୁ ଫସଲକୁ ରକ୍ଷା କରିବା ପାଇଁ ଘରୋଇ ଜୈବିକ ଔଷଧ ପ୍ରସ୍ତୁତ କରନ୍ତୁ। (୨ଲି. ଦେଶୀ ଗାଈ ପରିସ୍ରା +୫୦୦ଗ୍ରାମ ନିମପତ୍ର +୨୦୦ଗ୍ରାମ ରସୁଣ )କୁ ନଅ ଦିନ ପାଇଁ ପଚାଇ ଏକ ଲିଟର ପାଣିରେ ୩୦ମି.ଲି. ମିଶାଇ ଫସଲରେ ସିଞ୍ଚନ କରନ୍ତୁ। ଅଧିକ ସୂଚନା ପାଇଁ ଆମ ଟୋଲ ଫ୍ରି ନମ୍ବର ୭୦୬୫୦୦୫୦୫୪ ରେ ମିସ କଲ୍ କରନ୍ତୁ। ଧନ୍ୟବାଦ୍। Orissa Orissa 01-03-2026 Enable
383 Weather forecast & Nutrient management process of Green gram ନମସ୍କାର ଗଜପତି ଜିଲ୍ଲାର ମୋହନା ଓ ଗୁମ୍ମା ବ୍ଲକର ସମସ୍ତ ଚାଷୀ ମାନଙ୍କୁ ସଲିଡାରିଡାଡ ତରଫରୁ ଭୋଡାଫୋନ ଆଇଡିଆ ସହଯୋଗ ରେ ଚାଲୁଥିବା ଅଭିନବ କୃଷି ପ୍ରକଳ୍ପକୁ ସ୍ଵାଗତ କରାଯାଉଛି । ଆଗାମୀ ୨୮ ଫେବୃଆରୀ ରୁ ୬ ଫେବୃଆରୀ ମଧ୍ୟରେ ଗଜପତିର ମୋହନା ଏବଂ ଗୁମ୍ମା ବ୍ଲକରେ ବୃଷ୍ଟିପାତର ସମ୍ଭାବନା ନାହିଁ ଓ ସର୍ବତ୍ର ସର୍ବାଧିକ ତାପମାତ୍ରା ୨୬°c ରୁ ୩୩°c ମଧ୍ୟରେ ରହିବ। ୧. ସ୍ମାର୍ଟ ଏଗ୍ରି କୃଷି ସୂଚନା ଆଧାରରେ ଜଳ ପରିଚାଳନା କରିବା ଉଚିତ। ୨. ମୁଗରେ ଜଳସେଚନ ନିମନ୍ତେ ସ୍ପ୍ରିଙ୍କଲର ବା ସିଞ୍ଚନ ପରି ଜଳ - ସଂଚୟକାରୀ ପ୍ରଣାଳୀ ଅବଲମ୍ବନ କରିବା ଜରୁରୀ। ଏହା ଜଳ ଜମା ହେବାରୁ ପ୍ରତିରୋଧ କରିଥାଏ ଏବଂ ଜଳ ବ୍ୟବହାର କ୍ଷମତା ବଢିଥାଏ। ୩. ଫସଲ କୋଡିଏ ଦିନର ହେଲେ ଜୀବାମୃତର ଉପର ତରଳ ଘୋଳକୁ ଛାଣି ୧ଲି. ରେ ୨୦ଲି. ଜଳ ମିଶାଇ ସିଞ୍ଚନ କରନ୍ତୁ। ଏବଂ ଗଛ ୩୫ଦିନର ହେଇଗଲେ ୨ୟ ପର୍ଯ୍ୟାୟରେ ପୁନଶ୍ଚ ଜୀବାମୃତ ସିଞ୍ଚନ କରନ୍ତୁ। ୪. ମୁଗରେ ପତ୍ରକଣା, ଛୁଇଁବିନ୍ଧା ଓ ଜଉକୀଟ ଦେଖାଯାଆନ୍ତି;ସେଥିପାଇଁ ୩୦୦PPM ର ନିମତେଲ ସିଞ୍ଚନ କରନ୍ତୁ। ୫. ପାଉଁସିଆ ଓ ସାହେବି ରୋଗର ନିୟନ୍ତ୍ରଣ ପାଇଁ ମୁଗ ବୁଣିବାର ୩୦-୩୫ ଦିନ ମଧ୍ୟରେ ୧୦ଲି. ପାଣିରେ ୧ଲି. ଦେଶୀ ଗାଈର କଞ୍ଚା କ୍ଷୀର ମିଶାଇ ସିଞ୍ଚନ କରନ୍ତୁ। ୬. ଧଳାମାଛି ନିୟନ୍ତ୍ରଣ ପାଇଁ ଏକର ପିଛା ୬-୭ ଟି ଲେଖାଏଁ ହଳଦିଆ ଜନ୍ତା ମୁଗ ବିଲରେ ଲଗାନ୍ତୁ। ୭. କୀଟ, ଗାଈ ଗୋରୁ, ମାଙ୍କଡ଼ ଛେଳି ଆଦିଙ୍କ ଦାଉରୁ ଫସଲକୁ ରକ୍ଷା କରିବା ପାଇଁ ଘରୋଇ ଜୈବିକ ଔଷଧ ପ୍ରସ୍ତୁତ କରନ୍ତୁ। (୨ଲି. ଦେଶୀ ଗାଈ ପରିସ୍ରା +୫୦୦ଗ୍ରାମ ନିମପତ୍ର +୨୦୦ଗ୍ରାମ ରସୁଣ )କୁ ନଅ ଦିନ ପାଇଁ ପଚାଇ ଏକ ଲିଟର ପାଣିରେ ୩୦ମି.ଲି. ମିଶାଇ ଫସଲରେ ସିଞ୍ଚନ କରନ୍ତୁ। ଅଧିକ ସୂଚନା ପାଇଁ ଆମ ଟୋଲ ଫ୍ରି ନମ୍ବର ୭୦୬୫୦୦୫୦୫୪ ରେ ମିସ କଲ୍ କରନ୍ତୁ। ଧନ୍ୟବାଦ୍। Orissa Orissa 01-03-2026 Enable
384 বতৰৰ বতৰা আৰু আমাৰ পৰামৰ্শ (TSK_Rupjan, 26/2/26) জিলা: তিনিচুকীয়া ( ষ্টেচন: ৰূপজান_AWS ) বতৰৰ বতৰা আৰু আমাৰ পৰামৰ্শ (বৈধতাৰ সময়সীমা: ২৬ ফেব্ৰুৱাৰীৰ পৰা ৫ মাৰ্চলৈ, ২০২৬) চলিদাৰীডেড ৰ প্রিয় ক্ষুদ্ৰ চাহ খেতিয়ক সকল । ভি আই স্মাৰ্ট কৃষি ( VI Smart Agri) পৰামৰ্শলৈ স্বাগতম। তিনিচুকীয়া জিলাৰ ৰূপজানত অৱস্থিত স্বয়ংক্ৰিয় বতৰ বিজ্ঞান কেন্দ্ৰৰ (Automatic Weather Station) পৰা পোৱা বতৰৰ আগলি বতৰা অনুযায়ী ২৬ ফেব্ৰুৱাৰীৰ পৰা ৫ মাৰ্চলৈ, ২০২৬ বতৰ সামান্যভাৱে ডাৱৰীয়াৰ পৰা আংশিকভাৱে ডাৱৰীয়া হৈ থাকিব । দিনৰ উষ্ণতা প্ৰায় ২৩-৩০ ডিগ্ৰী চেলচিয়াছ আৰু নিশাৰ উষ্ণতা প্ৰায় ১৪-১৭ ডিগ্ৰী চেলচিয়াছ হব বুলি অনুমান কৰা হৈছে। ৰাতিপুৱা আৰু আবেলিৰ আপেক্ষিক আৰ্দ্ৰতা ক্ৰমান্বয়ে প্ৰায় ৯০ % আৰু ৬০ % আশে-পাশে থাকিব। বতাহ প্ৰতি ঘন্টাত ২-১১ কিলোমিটাৰ বেগত উত্তৰ-পূব দিশৰ পৰা প্ৰবাহিত হব। চাহ খেতিৰ বাবে: • এই সময়ত বাগানৰ ভিতৰত যি বোৰ হাবি বনৰ ফুল ফুলি থকা দেখা যায় সেই সকলোবোৰ গুটি হোৱাৰ আগতে শিপাৰে সৈতে উভালি পেলাই বাহিৰত জমা কৰি পচন সাৰ বনোৱাৰ চেষ্টা কৰিব লাগে । • এফিড, গ্ৰীন ফ্লাইৰ দৰে পোক যদি চাহ বাগান বোৰত লক্ষ্য কৰা হৈছে, নিয়ন্ত্ৰণ কৰিবলৈ Thiacloprid (Alanto) @২০০ মিলিলিটাৰ ২০০ লিটাৰ পানীত বা Thiamethoxam 25 WG(Actara) @ ৫০ মিলিলিটাৰ ২০০ লিটাৰ পানীত মিহলাই হেণ্ড স্প্ৰেয়াৰৰ সহায়ত স্প্ৰে কৰিব। অন্যান্য শস্যৰ বাবে: • কৃষক সকলে ভেণ্ডি খেতিৰ বাবে সাৰুৱা মাটি নির্বাচন কৰি ভেণ্ডিৰ উন্নত মানৰ বীজ যেনে অর্কা অনামিকা (Arka Anamika), পুছা চাৱনী (Pusa Sawani), পর্ভানী ক্রান্তী (Parbhani Kranti) নতুবা থলুৱা জাত সংগ্রহ কৰি বীজ সিঁচাৰ আৰম্ভ কৰিব পাৰে। এই মাহৰ ভিতৰতে বীজ সিঁচা সম্পূৰ্ণ কৰিব পাৰিলে আগতীয়াকৈ শস্য চপোৱাব পৰা হব। • প্রতিবিঘা মাটিৰ বাবে ২.৮ কেজি বীজৰ প্রয়োজন হয়। পথাৰত পুলি ৰোপন কৰোতে প্রতিটো শাৰীৰ মাজত এফুট (৩০ছে. মি.) আৰু প্রতিটো পুলিৰ মাজত আধাফুটৰ (১৫ ছে. মি.) ব্যৱধান ৰাখিব লাগে । বতৰ আৰু কৃষি সম্পৰ্কীয় তথ্যৰ বিষয়ে জানিবলৈ কৃষকসকলে ৭০৬৫-০০-৫০৫৪ নম্বৰত মিছড কল দিব পাৰে। ধন্যবাদ । Assam Assam 26-02-2026 Enable
385 বতৰৰ বতৰা আৰু আমাৰ পৰামৰ্শ (TSK_Dariabheti, 26/2/26) জিলা: তিনিচুকীয়া ( ষ্টেচন: দৰিয়াভেটি_AWS ) বতৰৰ বতৰা আৰু আমাৰ পৰামৰ্শ (বৈধতাৰ সময়সীমা: ২৬ ফেব্ৰুৱাৰীৰ পৰা ৫ মাৰ্চলৈ, ২০২৬) চলিদাৰীডেড ৰ প্রিয় ক্ষুদ্ৰ চাহ খেতিয়ক সকল। ভি আই স্মাৰ্ট কৃষি ( VI Smart Agri) পৰামৰ্শলৈ স্বাগতম। তিনিচুকীয়া জিলাৰ দৰিয়াভেটিত অৱস্থিত স্বয়ংক্ৰিয় বতৰ বিজ্ঞান কেন্দ্ৰৰ (Automatic Weather Station) পৰা পোৱা বতৰৰ আগলি বতৰা অনুযায়ী ২৬ ফেব্ৰুৱাৰীৰ পৰা ৫ মাৰ্চলৈ, ২০২৬ বতৰ সামান্যভাৱে ডাৱৰীয়াৰ পৰা আংশিকভাৱে ডাৱৰীয়া হৈ থাকিব। দিনৰ উষ্ণতা প্ৰায় ২৪-৩১ ডিগ্ৰী চেলচিয়াছ আৰু নিশাৰ উষ্ণতা প্ৰায় ১৫-১৭ ডিগ্ৰী চেলচিয়াছ হব বুলি অনুমান কৰা হৈছে। ৰাতিপুৱা আৰু আবেলিৰ আপেক্ষিক আৰ্দ্ৰতা ক্ৰমান্বয়ে প্ৰায় ৮৫ % আৰু ৫৫ % আশে-পাশে থাকিব। বতাহ প্ৰতি ঘন্টাত ২-১১ কিলোমিটাৰ বেগত উত্তৰ-পূব দিশৰ পৰা প্ৰবাহিত হব। চাহ খেতিৰ বাবে: • এই সময়ত বাগানৰ ভিতৰত যি বোৰ হাবি বনৰ ফুল ফুলি থকা দেখা যায় সেই সকলোবোৰ গুটি হোৱাৰ আগতে শিপাৰে সৈতে উভালি পেলাই বাহিৰত জমা কৰি পচন সাৰ বনোৱাৰ চেষ্টা কৰিব লাগে । • এফিড, গ্ৰীন ফ্লাইৰ দৰে পোক যদি চাহ বাগান বোৰত লক্ষ্য কৰা হৈছে, নিয়ন্ত্ৰণ কৰিবলৈ Thiacloprid (Alanto) @২০০ মিলিলিটাৰ ২০০ লিটাৰ পানীত বা Thiamethoxam 25 WG(Actara) @ ৫০ মিলিলিটাৰ ২০০ লিটাৰ পানীত মিহলাই হেণ্ড স্প্ৰেয়াৰৰ সহায়ত স্প্ৰে কৰিব। অন্যান্য শস্যৰ বাবে: • কৃষক সকলে ভেণ্ডি খেতিৰ বাবে সাৰুৱা মাটি নির্বাচন কৰি ভেণ্ডিৰ উন্নত মানৰ বীজ যেনে অর্কা অনামিকা (Arka Anamika), পুছা চাৱনী (Pusa Sawani), পর্ভানী ক্রান্তী (Parbhani Kranti) নতুবা থলুৱা জাত সংগ্রহ কৰি বীজ সিঁচাৰ আৰম্ভ কৰিব পাৰে। এই মাহৰ ভিতৰতে বীজ সিঁচা সম্পূৰ্ণ কৰিব পাৰিলে আগতীয়াকৈ শস্য চপোৱাব পৰা হব। • প্রতিবিঘা মাটিৰ বাবে ২.৮ কেজি বীজৰ প্রয়োজন হয়। পথাৰত পুলি ৰোপন কৰোতে প্রতিটো শাৰীৰ মাজত এফুট (৩০ছে. মি.) আৰু প্রতিটো পুলিৰ মাজত আধাফুটৰ (১৫ ছে. মি.) ব্যৱধান ৰাখিব লাগে । বতৰ আৰু কৃষি সম্পৰ্কীয় তথ্যৰ বিষয়ে জানিবলৈ কৃষকসকলে ৭০৬৫-০০-৫০৫৪ নম্বৰত মিছড কল দিব পাৰে। ধন্যবাদ । Assam Assam 26-02-2026 Enable
386 VIL-Adilabad-Jainad-24-02 -2026 VIL-Adilabad-Jainad-24-02 -2026- -రైతులకు నమస్కారం...సాలిడారిటీడాడ్ మరియు వొడాఫోన్ ఐడియా ఫౌండేషన్ యొక్క స్మార్ట్ అగ్రి ప్రోగ్రామ్‌కు స్వాగతం. ఫిబ్రవరి 24, 2026 నుండి మే 3, 2026 వరకు ఆదిలాబాద్‌లోని బేలా స్వయంచలిత్ వాతావరణ కేంద్రం నుండి వాతావరణ సూచన ప్రకారం కనిష్ట ఉష్ణోగ్రత २० నుండి २२ డిగ్రీల సెల్సియస్ మరియు గరిష్టంగా ३२ నుండి ३६ డిగ్రీల సెల్సియస్ ఉంటుంది. వాతావరణాన్ని తట్టుకునే వ్యవసాయం కోసం ఈ క్రింది అంశాలను పరిగణించాలి. రైతులకు సూచనలు:- రైతులు పొలాల్లో మిగిలిపోయిన పత్తి అవశేషాలను సక్రమంగా పారవేయాలి వాటిని సేకరించి కంపోస్ట్‌గా మార్చాలి లేదా ష్రెడర్ లేదా మల్చర్ లేదా రోటవేటర్ సహాయంతో పొలంలో వాడాలి వాటిని మెత్తగా కోసి మట్టిలో పాతిపెట్టి, 200 లీటర్ల వేస్ట్ డీకంపోజర్‌తో పిచికారీ చేయాలి, తద్వారా పత్తి పంట అవశేషాలు 45-50 రోజుల్లో ఎరువుగా మారుతాయి రైతులు మిగిలిన పత్తి కాండాలను లేదా అవశేషాలను బయోచార్ ఉత్పత్తికి ఉపయోగించవచ్చు, తద్వారా వాటిని ఉపయోగించడం వల్ల నేలలో సేంద్రియ పదార్థం పెరుగుతుంది ఇది పంట పెరుగుదలకు మరియు నేల యొక్క సారవంతమైన స్థితిని కాపాడటానికి సహాయపడుతుంది. ప్రస్తుతం, శనగ పంట 85 నుండి 90 రోజుల వయస్సు కలిగి ఉంది మరియు ఖాళీలను పూరించే దశలో ఉంది. శనగ పంటలో ఖాళీలను పూర్తి 100 లీటర్ల నీటిలో కలిపి పిచికారీ చేయాలి. బోరర్ లార్వా ఆర్థిక నష్ట స్థాయిని అంటే వరుసకు 1-2 లార్వాలను దాటితే, వాటి నియంత్రణకు మొదటి పిచికారీ 5% వేప సారం లేదా 300 పిపిఎం 10 లీటర్ల నీటికి అజాడిరెక్టిన్ 50 మి.లీ. కలిపి పిచికారీ చేసి, మళ్ళీ 10 లీటర్ల నీటికి ఎమామెక్టిన్ బెంజోయేట్ 5% SG 3 గ్రాములు కలిపి పిచికారీ చేయాలి ప్రస్తుతం, కొన్ని ప్రాంతాలలో, గోధుమ పంట 85-90 రోజుల వయస్సు మరియు ధాన్యం నింపే దశలో ఉంది గోధుమ పంట ధాన్యం నిండే దశలో ఉన్నప్పుడు 2% యూరియాను పిచికారీ చేయండి. ప్రస్తుతం, కొన్ని ప్రాంతాలలో నువ్వులు నాటడం జరుగుతోంది నువ్వులు బాగానే ఉంటాయి కాబట్టి, రైతులు విత్తే సమయంలో విత్తనాలను ఇసుకతో కలపాలి. అలాగే, దున్నేటప్పుడు మరియు నూర్పిడి చేసేటప్పుడు, హెక్టారుకు 10-15 బండ్ల ఆవు పేడను కలిపి నేలను చూర్ణం చేయాలి స్మార్ట్ అగ్రి అడ్వైజరీ యాప్ యొక్క నవీకరించబడిన వెర్షన్ మీ మొబైల్‌లో డౌన్‌లోడ్ చేసుకోవడానికి ప్లే స్టోర్‌లో అందుబాటులో ఉంది. నవీకరించబడిన వెర్షన్‌లో వాతావరణ స్టేషన్ సమాచారం యొక్క వివరాలు ఉంటాయి. సాలిడారిటీ స్మార్ట్ అగ్రి ప్రోగ్రామ్‌కు సంబంధించిన మీ సందేహాలను పరిష్కరించడానికి దయచేసి మమ్మల్ని సంప్రదించండి. మొబైల్ నంబర్ 7798008855 ధన్యవాదాలు! ఈ సమాచారాన్ని మళ్ళీ వినడానికి సున్నా నొక్కండి. Telangana Telangana 23-02-2026 Enable
387 VIL-Adilabad-Bela-24-02 -2026 VIL-Adilabad-Bela-24-02 -2026 - రైతులకు నమస్కారం...సాలిడారిటీడాడ్ మరియు వొడాఫోన్ ఐడియా ఫౌండేషన్ యొక్క స్మార్ట్ అగ్రి ప్రోగ్రామ్‌కు స్వాగతం. ఫిబ్రవరి 24, 2026 నుండి మే 3, 2026 వరకు ఆదిలాబాద్‌లోని బేలా స్వయంచలిత్ వాతావరణ కేంద్రం నుండి వాతావరణ సూచన ప్రకారం కనిష్ట ఉష్ణోగ్రత २० నుండి २२ డిగ్రీల సెల్సియస్ మరియు గరిష్టంగా ३२ నుండి ३६ డిగ్రీల సెల్సియస్ ఉంటుంది. వాతావరణాన్ని తట్టుకునే వ్యవసాయం కోసం ఈ క్రింది అంశాలను పరిగణించాలి. రైతులకు సూచనలు:- రైతులు పొలాల్లో మిగిలిపోయిన పత్తి అవశేషాలను సక్రమంగా పారవేయాలి వాటిని సేకరించి కంపోస్ట్‌గా మార్చాలి లేదా ష్రెడర్ లేదా మల్చర్ లేదా రోటవేటర్ సహాయంతో పొలంలో వాడాలి వాటిని మెత్తగా కోసి మట్టిలో పాతిపెట్టి, 200 లీటర్ల వేస్ట్ డీకంపోజర్‌తో పిచికారీ చేయాలి, తద్వారా పత్తి పంట అవశేషాలు 45-50 రోజుల్లో ఎరువుగా మారుతాయి రైతులు మిగిలిన పత్తి కాండాలను లేదా అవశేషాలను బయోచార్ ఉత్పత్తికి ఉపయోగించవచ్చు, తద్వారా వాటిని ఉపయోగించడం వల్ల నేలలో సేంద్రియ పదార్థం పెరుగుతుంది ఇది పంట పెరుగుదలకు మరియు నేల యొక్క సారవంతమైన స్థితిని కాపాడటానికి సహాయపడుతుంది. ప్రస్తుతం, శనగ పంట 85 నుండి 90 రోజుల వయస్సు కలిగి ఉంది మరియు ఖాళీలను పూరించే దశలో ఉంది. శనగ పంటలో ఖాళీలను పూర్తి 100 లీటర్ల నీటిలో కలిపి పిచికారీ చేయాలి. బోరర్ లార్వా ఆర్థిక నష్ట స్థాయిని అంటే వరుసకు 1-2 లార్వాలను దాటితే, వాటి నియంత్రణకు మొదటి పిచికారీ 5% వేప సారం లేదా 300 పిపిఎం 10 లీటర్ల నీటికి అజాడిరెక్టిన్ 50 మి.లీ. కలిపి పిచికారీ చేసి, మళ్ళీ 10 లీటర్ల నీటికి ఎమామెక్టిన్ బెంజోయేట్ 5% SG 3 గ్రాములు కలిపి పిచికారీ చేయాలి ప్రస్తుతం, కొన్ని ప్రాంతాలలో, గోధుమ పంట 85-90 రోజుల వయస్సు మరియు ధాన్యం నింపే దశలో ఉంది గోధుమ పంట ధాన్యం నిండే దశలో ఉన్నప్పుడు 2% యూరియాను పిచికారీ చేయండి. ప్రస్తుతం, కొన్ని ప్రాంతాలలో నువ్వులు నాటడం జరుగుతోంది నువ్వులు బాగానే ఉంటాయి కాబట్టి, రైతులు విత్తే సమయంలో విత్తనాలను ఇసుకతో కలపాలి. అలాగే, దున్నేటప్పుడు మరియు నూర్పిడి చేసేటప్పుడు, హెక్టారుకు 10-15 బండ్ల ఆవు పేడను కలిపి నేలను చూర్ణం చేయాలి స్మార్ట్ అగ్రి అడ్వైజరీ యాప్ యొక్క నవీకరించబడిన వెర్షన్ మీ మొబైల్‌లో డౌన్‌లోడ్ చేసుకోవడానికి ప్లే స్టోర్‌లో అందుబాటులో ఉంది. నవీకరించబడిన వెర్షన్‌లో వాతావరణ స్టేషన్ సమాచారం యొక్క వివరాలు ఉంటాయి. సాలిడారిటీ స్మార్ట్ అగ్రి ప్రోగ్రామ్‌కు సంబంధించిన మీ సందేహాలను పరిష్కరించడానికి దయచేసి మమ్మల్ని సంప్రదించండి. మొబైల్ నంబర్ 7798008855 ధన్యవాదాలు! ఈ సమాచారాన్ని మళ్ళీ వినడానికి సున్నా నొక్కండి. Telangana Telangana 23-02-2026 Enable
388 VIL 1-Amravati-Dhamangaon-Talegaon-24-02 -2026 VIL 1-Amravati-Dhamangaon-Talegaon-24-02 -2026 - नमस्कार शेतकरी बंधूंनो...सॉलिडरीडॅड आणि वोडाफोन आयडिया फाऊंडेशन यांच्या स्मार्ट ऍग्री प्रोग्राममध्ये आपले स्वागत आहे. धामणगांव तालुक्यातील तळेगांव येथील स्वयंचलीत हवामान केंद्रातर्फे दिनांक २४ फेब्रुवरी २०२६ ते दिनांक ०३ मार्च २०२६ दरम्यानचा हवामानाचा अंदाज असा, तापमान किमान १९ ते २१ अंश सेल्सियस तर कमाल ३१ ते ३६ अंश सेल्सियस एवढे राहील. तसेच दिनांक २४ फेब्रुवारी २०२६ ते १ मार्च २०२६ दरम्यान वातावरण अंशतः ढगाळ राहील. वातावरणीय बदलास अनुसरून शेती (Climate Resilient Agriculture) करण्यास खालील बाबींचा विचार करावा.वातावरणीय बदलास अनुसरून शेती (Climate Resilient Agriculture) करण्यास खालील बाबींचा विचार करावा. शेतकऱ्यांसाठी सूचना:- शेतकऱ्यांनी शेतातील राहिलेल्या कपाशीच्या अवशेषांची योग्य विल्हेवाट लावावी. ते वेचून त्यांचे कंपोस्ट खतात रूपांतरण करावे किंवा शेतात श्रेडर किंवा मल्चर किंवा रोटाव्हेटरच्या साहाय्याने त्यांचे बारीक तुकडे करून जमिनीत गाडावे व नंतर २०० लिटर वेस्टडिकंपोजर ह्यांची फवारणी करावी,जेणेकरून कापूस पीक अवशेषांचे ४५-५० दिवसापर्यंत खतात रूपांतरण होईल. शेतकरी राहिलेल्या कापसाचे धसकटे किंवा अवशेषांचा वापर बायोचार निर्मिती साठी सुद्धा करू शकतात, जेणेकरून त्यांच्या वापरामुळे जमिनीतील सेंद्रिय कर्ब वाढीस मदत होईल व जमिनीची सुपीकता टिकेल. सध्या हरभरा पीक ८५ ते ९० दिवसाचे असून घाटे भरण्याच्या अवस्थेत आहे. हरभरा पिकातील घाटे परिपक्व होण्यासाठी २% DAP किंवा १३:००:४५, १ किलो प्रति १०० लिटर पाण्यात मिसळून फवारणी करावी. घाटे अळीने आर्थिक नुकसानाची पातळी म्हणजेच १-२ अळ्या प्रति ओळ पार केल्यास, त्यांच्या नियंत्रणासाठी पहिली फवारणी ५ टक्के निंबोळी अर्क किंवा ३०० पीपीएम अझाडिरेक्टीन ५० मी.ली. प्रति १० लिटर पाण्यात मिसळून फवारणी करावी तसेच दुसरी फवारणी इमामेक्टीन बॉंझोएट ५ टक्के एस जी ३ ग्रॅम प्रति १० लिटर पाण्यात मिसळून फवारणी करावी. सध्या काही भागात गहू हे पीक ८५-९० दिवसाचे असून दाणे भरण्याच्या अवस्थेत आहे. गहू पीक दाणे भरण्याच्या अवस्थेत असताना २% युरिया ची फवारणी करावी. सध्या काही भागात तीळ पिकाची पेरणी सुरु आहे. तिळाचे बियाणे बारीक असल्यामुळे शेतकऱ्यांनी पेरणी वेळेस बियाणे वाळू मिश्रित करून पेरणी करावी. तसेच नांगरणी व वखरणीच्या वेळेस हेक्टरी १०-१५ गाड्या चांगले कुजलेले शेणखत मिसळून द्यावे व जमीन भुसभुशीत करावी. स्मार्ट ॲग्री ॲडव्हायझरी ॲप चे अपडेटेड व्हर्जन प्ले स्टोअर मध्ये उपलब्ध आहे ते मोबाईल मध्ये डाऊनलोड करणे सदर अपडेटेड व्हर्जन मध्ये हवामान केंद्राच्या माहितीचा तपशील समाविष्ट करण्यात आला आहे. सॉलिडरीडॅड स्मार्ट ऍग्री प्रोग्राममध्ये आपले शंकासमाधान करण्यास कृपया संपर्क साधावा. मोबाईल क्रमांक ९१५८२६१९२२ धन्यवाद! Maharashtra MH 23-02-2026 Enable
389 VIL-2-Amravati-Dhamangaon-Dabhada-24.02 .2026 VIL-2-Amravati-Dhamangaon-Dabhada-24.02 .2026-नमस्कार शेतकरी बंधूंनो...सॉलिडरीडॅड आणि वोडाफोन आयडिया फाऊंडेशन यांच्या स्मार्ट ऍग्री प्रोग्राममध्ये आपले स्वागत आहे. धामणगांव तालुक्यातील दाभाडा येथील स्वयंचलीत हवामान केंद्रातर्फे दिनांक २४ फेब्रुवरी २०२६ ते दिनांक ०३ मार्च २०२६ दरम्यानचा हवामानाचा अंदाज असा, तापमान किमान १९ ते २२ अंश सेल्सियस तर कमाल ३२ ते ३६ अंश सेल्सियस एवढे राहील. तसेच दिनांक २४ फेब्रुवारी २०२६ ते १ मार्च २०२६ दरम्यान वातावरण अंशतः ढगाळ राहण्याची शक्यता आहे. वातावरणीय बदलास अनुसरून शेती (Climate Resilient Agriculture) करण्यास खालील बाबींचा विचार करावा. शेतकऱ्यांसाठी सूचना:- शेतकऱ्यांनी शेतातील राहिलेल्या कपाशीच्या अवशेषांची योग्य विल्हेवाट लावावी. ते वेचून त्यांचे कंपोस्ट खतात रूपांतरण करावे किंवा शेतात श्रेडर किंवा मल्चर किंवा रोटाव्हेटरच्या साहाय्याने त्यांचे बारीक तुकडे करून जमिनीत गाडावे व नंतर २०० लिटर वेस्टडिकंपोजर ह्यांची फवारणी करावी,जेणेकरून कापूस पीक अवशेषांचे ४५-५० दिवसापर्यंत खतात रूपांतरण होईल. शेतकरी राहिलेल्या कापसाचे धसकटे किंवा अवशेषांचा वापर बायोचार निर्मिती साठी सुद्धा करू शकतात, जेणेकरून त्यांच्या वापरामुळे जमिनीतील सेंद्रिय कर्ब वाढीस मदत होईल व जमिनीची सुपीकता टिकेल. सध्या हरभरा पीक ८५ ते ९० दिवसाचे असून घाटे भरण्याच्या अवस्थेत आहे. हरभरा पिकातील घाटे परिपक्व होण्यासाठी २% DAP किंवा १३:००:४५, १ किलो प्रति १०० लिटर पाण्यात मिसळून फवारणी करावी. घाटे अळीने आर्थिक नुकसानाची पातळी म्हणजेच १-२ अळ्या प्रति ओळ पार केल्यास, त्यांच्या नियंत्रणासाठी पहिली फवारणी ५ टक्के निंबोळी अर्क किंवा ३०० पीपीएम अझाडिरेक्टीन ५० मी.ली. प्रति १० लिटर पाण्यात मिसळून फवारणी करावी तसेच दुसरी फवारणी इमामेक्टीन बॉंझोएट ५ टक्के एस जी ३ ग्रॅम प्रति १० लिटर पाण्यात मिसळून फवारणी करावी. सध्या काही भागात गहू हे पीक ८५-९० दिवसाचे असून दाणे भरण्याच्या अवस्थेत आहे. गहू पीक दाणे भरण्याच्या अवस्थेत असताना २% युरिया ची फवारणी करावी. सध्या काही भागात तीळ पिकाची पेरणी सुरु आहे. तिळाचे बियाणे बारीक असल्यामुळे शेतकऱ्यांनी पेरणी वेळेस बियाणे वाळू मिश्रित करून पेरणी करावी. तसेच नांगरणी व वखरणीच्या वेळेस हेक्टरी १०-१५ गाड्या चांगले कुजलेले शेणखत मिसळून द्यावे व जमीन भुसभुशीत करावी. स्मार्ट ॲग्री ॲडव्हायझरी ॲप चे अपडेटेड व्हर्जन प्ले स्टोअर मध्ये उपलब्ध आहे ते मोबाईल मध्ये डाऊनलोड करणे सदर अपडेटेड व्हर्जन मध्ये हवामान केंद्राच्या माहितीचा तपशील समाविष्ट करण्यात आला आहे. सॉलिडरीडॅड स्मार्ट ऍग्री प्रोग्राममध्ये आपले शंकासमाधान करण्यास कृपया संपर्क साधावा. मोबाईल क्रमांक ९१५८२६१९२२ धन्यवाद! Maharashtra MH 23-02-2026 Enable
390 VIL-1-Wardha-Hinganghat Daroda24.0२ .2026 VIL-1-Wardha-Hinganghat Daroda24.0२ .2026 - -नमस्कार शेतकरी बंधूंनो...सॉलिडरीडॅड आणि वोडाफोन आयडिया फाऊंडेशन यांच्या स्मार्ट ऍग्री प्रोग्राममध्ये आपले स्वागत आहे. हिंगणघाट तालुक्यातील दारोडा येथील स्वयंचलीत हवामान केंद्रातर्फे दिनांक २४ फेब्रुवरी २०२६ ते दिनांक ०३ मार्च २०२६ दरम्यानचा हवामानाचा अंदाज असा, तापमान किमान १९ ते २२ अंश सेल्सियस तर कमाल ३२ ते ३६ अंश सेल्सियस एवढे राहील. तसेच दिनांक २४ फेब्रुवारी २०२६ ते १ मार्च २०२६ दरम्यान वातावरण अंशतः ढगाळ राहण्याची शक्यता आहे. वातावरणीय बदलास अनुसरून शेती (Climate Resilient Agriculture) करण्यास खालील बाबींचा विचार करावा. शेतकऱ्यांसाठी सूचना:- शेतकऱ्यांनी शेतातील राहिलेल्या कपाशीच्या अवशेषांची योग्य विल्हेवाट लावावी. ते वेचून त्यांचे कंपोस्ट खतात रूपांतरण करावे किंवा शेतात श्रेडर किंवा मल्चर किंवा रोटाव्हेटरच्या साहाय्याने त्यांचे बारीक तुकडे करून जमिनीत गाडावे व नंतर २०० लिटर वेस्टडिकंपोजर ह्यांची फवारणी करावी,जेणेकरून कापूस पीक अवशेषांचे ४५-५० दिवसापर्यंत खतात रूपांतरण होईल. शेतकरी राहिलेल्या कापसाचे धसकटे किंवा अवशेषांचा वापर बायोचार निर्मिती साठी सुद्धा करू शकतात, जेणेकरून त्यांच्या वापरामुळे जमिनीतील सेंद्रिय कर्ब वाढीस मदत होईल व जमिनीची सुपीकता टिकेल. सध्या हरभरा पीक ८५ ते ९० दिवसाचे असून घाटे भरण्याच्या अवस्थेत आहे. हरभरा पिकातील घाटे परिपक्व होण्यासाठी २% DAP किंवा १३:००:४५, १ किलो प्रति १०० लिटर पाण्यात मिसळून फवारणी करावी. घाटे अळीने आर्थिक नुकसानाची पातळी म्हणजेच १-२ अळ्या प्रति ओळ पार केल्यास, त्यांच्या नियंत्रणासाठी पहिली फवारणी ५ टक्के निंबोळी अर्क किंवा ३०० पीपीएम अझाडिरेक्टीन ५० मी.ली. प्रति १० लिटर पाण्यात मिसळून फवारणी करावी तसेच दुसरी फवारणी इमामेक्टीन बॉंझोएट ५ टक्के एस जी ३ ग्रॅम प्रति १० लिटर पाण्यात मिसळून फवारणी करावी. सध्या काही भागात गहू हे पीक ८५-९० दिवसाचे असून दाणे भरण्याच्या अवस्थेत आहे. गहू पीक दाणे भरण्याच्या अवस्थेत असताना २% युरिया ची फवारणी करावी. सध्या काही भागात तीळ पिकाची पेरणी सुरु आहे. तिळाचे बियाणे बारीक असल्यामुळे शेतकऱ्यांनी पेरणी वेळेस बियाणे वाळू मिश्रित करून पेरणी करावी. तसेच नांगरणी व वखरणीच्या वेळेस हेक्टरी १०-१५ गाड्या चांगले कुजलेले शेणखत मिसळून द्यावे व जमीन भुसभुशीत करावी. स्मार्ट ॲग्री ॲडव्हायझरी ॲप चे अपडेटेड व्हर्जन प्ले स्टोअर मध्ये उपलब्ध आहे ते मोबाईल मध्ये डाऊनलोड करणे सदर अपडेटेड व्हर्जन मध्ये हवामान केंद्राच्या माहितीचा तपशील समाविष्ट करण्यात आला आहे. सॉलिडरीडॅड स्मार्ट ऍग्री प्रोग्राममध्ये आपले शंकासमाधान करण्यास कृपया संपर्क साधावा. मोबाईल क्रमांक ९१५८२६१९२२ धन्यवाद! Maharashtra MH 23-02-2026 Enable